ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସିବିଏସଇ ଦଶମ ଓଡ଼ିଆ ପରୀକ୍ଷା ମୂଲ୍ୟାୟନ ତ୍ରୁଟି ଅଭିଯୋଗ ଘଟଣାରେ ବିଶେଷଜ୍ଞ କମିଟି ଗଠନ କରିଛି ସିବିଏସଇ । ଅନୁଧ୍ୟାନ ପାଇଁ ବିଶେଷଜ୍ଞ କମିଠି ଗଠନ କରିଛି ସିବିଏସଇ । ପ୍ରଶ୍ନପତ୍ର ଓ ଉତ୍ତରରେ ସାମଞ୍ଜସ୍ୟ ନଥିବାରୁ ଅସନ୍ତୁଷ୍ଟ ଅଛନ୍ତି ଶିକ୍ଷାର୍ଥୀ । ୨୪ ଘଣ୍ଟା ମଧ୍ୟରେ ବିଶେଷଜ୍ଞ କମିଟି ରିପୋର୍ଟ ଆଧାରରେ ପଦକ୍ଷେପ ଗ୍ରହଣ କରାଯିବ।






More Stories
୨୦ରୁ ସଂସଦର ମୌସୁମୀ ଅଧିବେଶନ…..
ରାମ ମନ୍ଦିରରୁ ଚୋରି ଘଟଣା ଦୁଃଖଦାୟକ…..
ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ…..