Report Card Odisha

| Daily Odia News

ପ୍ରକାଶ ପାଇଲା CBSE ରେଜଲ୍ଟ,,୮୭.୯୮ ଛାତ୍ରଛାତ୍ରୀ ପାସ୍…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାଦଶ ଶ୍ରେଣୀର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି । ସିବିଏସଇ ବୋର୍ଡ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀ ବୋର୍ଡର ଅଫିସିଆଲ୍ ୱେବସାଇଟ୍, cbseresults.nic.in କିମ୍ବା cbse.gov.in ରେ ଫଳାଫଳ ଯାଞ୍ଚ କରିପାରିବେ । ଚଳିତ ବର୍ଷ ପାସ୍‌ ହାର ୮୭.୯୮ ପ୍ରତିଶତ ରହିଛି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ୦.୬୫ ପ୍ରତିଶତ ଭଲ ପ୍ରଦର୍ଶନ କରିଛନ୍ତି ଛାତ୍ରଛାତ୍ରୀ। ଗତବର୍ଷ ୮୭.୩୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିଲେ।

Breaking News