ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତ ବର୍ଷ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ୮୭.୩୩ % ରହିଛି। ଗତ ଥର ଅପେକ୍ଷା ଚଳିତ ଥର ପାସ୍ ହାର କମ୍ ଥିବା ଜଣାଯାଇଛି। ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ୬% ଥିବା ଜଣାଯାଇଛି। ଚଳିତ ଥର ଛାତ୍ରୀଙ୍କ ପାସ୍ ହାର ୯୦.୬୮% ଥିବା ବେଳେ ଛାତ୍ରଙ୍କ ପାସ୍ ହାର ୮୪.୬୭% ରହିଛି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..