ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦିନ ୧୨ଟାରେ ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ। ଏନେଇ ସିବିଏସଇ ଏଚକ୍ୟୁ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାାଇଛି। ଛାତ୍ରଛାତ୍ରୀମାନେ https://cbseresults.nic.in କିମ୍ବା https://cbse.gov.in କିମ୍ବା ଡିଜିଲକର ସାହାଯ୍ୟରେ ନିଜର ରେଜଲ୍ଟ ଜାଣିପାରିବେ। ସୂଚନା ଅନୁସାରେ -କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବୋର୍ଡ ଦ୍ୱାରା ଗଠନ କରାଯାଇଥିବା ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ଫଳ ପ୍ରକାଶ ପାଇଥିଲା। ଗଠିତ ପ୍ୟାନେଲର ମୂଲ୍ୟାଙ୍କନ ନୀତି ମୁତାବକ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ୧୦ମ ଶ୍ରେଣୀ ଥିଓରିରୁ ୩୦ ପ୍ରତିଶତ, ଏକାଦଶ ଶ୍ରେଣୀ ପରୀକ୍ଷା ମାର୍କରୁ ୩୦ ପ୍ରତିଶତ ଓ ଦ୍ୱାଦଶ ଶ୍ରେଣୀ ମଧ୍ୟ ଅବଧି ପରୀକ୍ଷାରୁ ପ୍ରାପ୍ତ ମାର୍କରୁ ୪୦ ପ୍ରତିଶତ ଆଧାରରେ ଛାତ୍ରଛାତ୍ରୀଙ୍କୁ ମାର୍କ ଦିଆଯାଇଥିଲା।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..