ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସୋମବାର ସିବିଏସଇ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ପାସ୍ ହାର ରହିଛି ୯୯.୦୪ ପ୍ରତିଶତ। ୯୯.୨୪ ଛାତ୍ରୀ ଏବଂ ୯୮.୮୯ ଛାତ୍ର ପାସ୍ କରିଛନ୍ତି। ଛାତ୍ରଙ୍କ ତୁଳନାରେ ୦.୩୫ ପ୍ରତିଶତ ଛାତ୍ରୀ ଆଗୁଆ ଅଛନ୍ତି । ସିବିଏସଇ ଦଶମରେ ମୋଟ୍ ୨୦ ଲକ୍ଷ ୯୭ ହଜରେ ୧୨୧ ପରୀକ୍ଷା ଦେଇଥିବା ବେଳେ ୨୦,୭୬,୯୯୭ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଭୁବନେଶ୍ୱର ରିଜିଅନରେ ୯୯.୬୨% ପିଲା ପାସ୍ କରିଛନ୍ତି। ଉଲ୍ଲେଖଯୋଗ୍ୟ- କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବୋର୍ଡ ଦ୍ୱାରା ଗଠନ କରାଯାଇଥିବା ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ଫଳ ପ୍ରକାଶ ପାଇଛି। କରୋନାର ଦ୍ବିତୀୟ ଲହର ପାଇଁ ମେ’ ୪ରେ ଆରମ୍ଭ ହେବାକୁ ଥିବା ସିବିଏସଇ ଦଶମ ପରୀକ୍ଷା ବନ୍ଦ ହୋଇଯାଇଥିଲା | ଏହା ପରେ ବୋର୍ଡ ଦ୍ବାରା ବି






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……