ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ସବୁ ଧାନ ମଣ୍ଡିରେ ଲାଗିବ ସିସି କ୍ୟାମେରା । ଏନେଇ ଆଜି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମଣ୍ଡିରେ ଦୁର୍ନୀତି ରୋକିବାକୁ ଟେକ୍ନୋଲୋଜିର ବ୍ୟବହାର ହେବ । ମଣ୍ଡିରେ ସିସିଟିଭି ସହିତ ଧାନ ନେଇ ଯାଉଥିବା ଗାଡିରେ ଜିପିଏସ୍ ଲାଗିବ । ୨ମାସରେ ଯୋଜନା କରାଯାଇ କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି । ସେହିପରି ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ ବୋଲି ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି ।






More Stories
ରନ୍ଓ୍ବେରେ ପିଟିହେଲା ବିମାନ…..
ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ହତ୍ୟା……
ମୋଦୀ ଡାକିଲେ ଜରୁରୀ ବୈଠକ…..