ରିପୋର୍ଟ କାର୍ଡ / ଭଦ୍ରକ
ଯାଜପୁରର ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଛୁରାମାଡ କରାଯାଇଛି । ଭଦ୍ରକ ସହରରେ ଥିବା ତାଙ୍କ ଘରେ ଦୁର୍ବୃତ୍ତମାନେ ଛୁରାମାଡ କରିଛନ୍ତି । ଚୋରୀ ଘଟଣାକୁ ନେଇ ଏହି ଛୁରାମାଡ କରାଯାଇଥିବା ସନ୍ଦେହ କରାଯାଉଛି । ଡାକ୍ତର ରଘୁନାଥ ପାଢୀ ଅବସର ପରେ ଭଦ୍ରକରେ ରହୁଥିଲେ । ଗୁରୁବାର ବିଳମ୍ବିତ ରାତିରେ ତାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ ଶରୀରର ୭ରୁ ଅଧିକ ସ୍ଥାନରେ ଛୁରାଘାତର ଚିହ୍ନ ରହିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..