ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଜେଟରେ ଘୋଷଣା କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ସେ କହିଛନ୍ତି, ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା। ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ବସ୍ତରୀୟ କରାଯିବ। ଏଣୁ ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ଦେବେ କେନ୍ଦ୍ର ସରକାର।






More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ଡିଜିପି ନିଯୁକ୍ତି ମାମଲା;ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି…..
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……