ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ରୀୟ ଭିଜିଲାନ୍ସ କମିଶନର ଭାବେ ସୁରେଶ ଏନ୍. ପଟେଲ୍ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଆଇନମନ୍ତ୍ରୀ କିରଣ ରିଜିଜୁ, ରାଜ୍ୟସଭା ବିରୋଧୀ ଦଳ ନେତା ମଲ୍ଲିକାର୍ଜ୍ଜୁନ ଖାଡ଼ଗେ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି ଅବସରରେ ଉପସ୍ଥିତ ଥିଲେ।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..