ରିପୋର୍ଟ କାର୍ଡ / ଖୋର୍ଦ୍ଧା
ଚିଲିକାରେ ଆଜିଠୁ ଆରମ୍ଭ ହୋଇଛି ଡଲ୍ଫିନ୍ ଗଣନା। ୧୮ଟି ଟିମ୍ ଗଣନା କାର୍ଯ୍ୟକ୍ରମରେ ନିୟୋଜିତ ହୋଇଛନ୍ତି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବନ ବିଭାଗ ପକ୍ଷରୁ ଗଣତି ଚାଲିଥିବା ବେଳେ ଏହା ୩ ଦିନ ଧରି ଚାଲିବ। ଗଣନା କାର୍ଯ୍ୟରେ ବାଧା ନ ଉପୁଜିବା ଲାଗି ଆଜି ଦିନ ୨ଟା ପର୍ଯ୍ୟନ୍ତ ଚିଲିକାରେ ଡଙ୍ଗା ଚଳାଚଳ ଉପରେ କଟକଣା ଲଗାଯାଇଛି। ଘାଟ ଡଙ୍ଗା ଓ ଫେରିକୁ ମଧ୍ୟ ବନ୍ଦ କରାଯାଇଛି। ସ୍ଥାନୀୟ ସ୍ୱେଚ୍ଛାସେବୀ ଓ ମୋଟର ବୋଟ୍ ସଂଘ ସଦସ୍ୟ ମଧ୍ୟ ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି। ଫଟୋଗ୍ରାଫି ସହ ଜିପିଏସ ଟ୍ରାକିଂ କରାଯାଇ ଗଣନା କରାଯାଉଛି। ବାଇନକୁଳର ଦ୍ୱାରା ଡଲଫିନଙ୍କ






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..