ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ| କିନ୍ତୁ କରୋନା ପାଇଁ ଚଳିତ ବର୍ଷ ଜନ୍ମଦିନ ମୁଖ୍ୟମନ୍ତ୍ରୀ ପାଳନ କରିବେ ନାହିଁ। ରାଜ୍ୟବାସୀଙ୍କ ଭଲ ପାଇବା, ଶୁଭେଚ୍ଛା, ଆଶୀର୍ବାଦ ପାଇଁ ମୁଁ ଋଣୀ ଥିବା କହିଛନ୍ତି ନବୀନ। ଏହାସହ କୋଭିଡ୍ ଯୋଗୁଁ ଦେଢ଼ ବର୍ଷ ହେଲା କଠିନ ସମୟ ଦେଇ ଗତି କରୁଛୁ। ତେଣୁ କାଲି ନବୀନ ନିବାସ ନ ଆସି ମହତ କାର୍ଯ୍ୟରେ ସାମିଲ୍ ହୁଅନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କେବଳ ଏତିକି ନୁହେଁ ବରଂ ମହତ କାର୍ଯ୍ୟରେ ସାମିଲ୍ ହେଲେ ତାହା ମୋ ପାଇଁ ସବୁଠୁ ବଡ଼ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ କୋଭିଡ୍ ମୃତକଙ୍କ ପରିବାରକୁ ସାହାଯ୍ୟ କରନ୍ତୁ, ରକ୍ତଦାନରେ ସାମିଲ୍ ହେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..