ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁକ୍ତ ୨ ପାଠ୍ୟକ୍ରମରେ ପରିବର୍ତ୍ତନ ହୋଇଛି । ଏଣିକି ବାଧ୍ୟତାମୂଳକ ଇଂରାଜୀରେ ‘ପରିବେଶ ଶିକ୍ଷା’ ୟୁନିଟ୍ ରହିବ । ସେହିଭଳି ଗଓଖ ବିଷୟରେ ‘ମୂଲ୍ୟବୋଧ ଶିକ୍ଷା’ ୟୁନିଟ୍ ଅନ୍ତର୍ଭୁକ୍ତ ହୋଇଛି । ୨୦୨୫-୨୬ ଶିକ୍ଷା ବର୍ଷର ଯୁକ୍ତ ୨ ଛାତ୍ରଛାତ୍ରୀ ପରୀକ୍ଷା ଦେବା ସମୟରେ ପରିବେଶ ଏବଂ ମୂଲ୍ୟବୋଧ ଶିକ୍ଷା ଉପରେ ପ୍ରଶ୍ନ ଆସିବ । ୨୦୨୬ ବୋର୍ଡ ପରୀକ୍ଷାରେ ଉଭୟ ବିଷୟରେ ପ୍ରଶ୍ନ ଆସିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।






More Stories
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..