ରିପୋର୍ଟ କାର୍ଡ / ଭୁବନେଶ୍ବର
ଏନବିଡବ୍ଲୁ ମାମଲାରେ ଆଜି ତନ୍ତ୍ର କୋର୍ଟରେ ଅନୁଭବ ମହାନ୍ତି ହାଜର ହୋଇଛନ୍ତି | କୋର୍ଟରେ ହାଜର ପରେ ଅନୁଭବ ଓ ତାଙ୍କ ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି । ପୁରୀ ଘାଟ ଥାନା ମାମଲାରେ ଚାର୍ଜଫ୍ରେମ ସୂଚନା । ବର୍ଷା ପ୍ରିୟଦର୍ଶୀନିଙ୍କ ଏତଲା ଆଧାରରେ ଅନୁଭବଙ୍କ ନାଁରେ ଚାର୍ଜଫ୍ରେମ ହୋଇଥିଲା । ବାରମ୍ବାର ସମନ ସତ୍ତେ୍ୱ ହାଜର ନହେବାରୁ ତାଙ୍କ ନାଁରେ ଏନବିଡବ୍ଲୁ ଜାରି ହୋଇଥିଲା ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..