ରିପୋର୍ଟ କାର୍ଡ / ମାଲକାନଗିରି
ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଏକ ବଡ ସଫଳାତା ମିଳିଛି। ବିଜାପୁରରେ ଏନ୍କାଉଣ୍ଟରରେ ୪ ମାଓବାଦୀ ନିହତ ହୋଇଛନ୍ତି। ମିର୍ତୁର ଥାନାଠାରୁ ୧୪ କିମି ଦୂର ପୋମରା ଜଙ୍ଗଲରେ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।ସମସ୍ତ ମାଓବାଦୀଙ୍କ ମୃତଦେହ ସହ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..