ରିପୋର୍ଟ କାର୍ଡ / ଛତିଶିଗଡ
ଛତିଶିଗଡ ବିଜାପୁର ବାସାଗୁଡାରେ ଆଜି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଗୁଳିବିନିମୟରେ ସିଆରପିଏଫ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ୍ ହୋଇଛନ୍ତି। ଏହାସହ ଆଉ ଜଣେ ଯବାନ ମଧ୍ୟ ଗୁରୁତର ହୋଇଛନ୍ତି। ତଲାସି ଅଭିଯାନ ସମୟରେ ଏଭଳି ଘଟିଥିବା ନେଇ ସୂଚନା ମିଳିଛି।
More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……