ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କରୋନାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି | ଗ୍ୟାଙ୍ଗଷ୍ଟର ତଥା ଅଣ୍ଡରୱାର୍ଲ୍ଡ ଡନ୍ ରାଜେନ୍ଦ୍ର ନିଖାଲ୍ଜେ ଓରଫତ ଛୋଟା ରାଜନର କରୋନାରେ ସଂକ୍ରମିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲା ଆଜି ମୃତ୍ୟୁ ଘଟିଛି। ଦିଲ୍ଲୀର ତିହାର ଜେଲରେ ବନ୍ଦୀ ଥିବା ସମୟରେ ଛୋଟା ରାଜନ କରୋନାରେ ସଂକ୍ରମିତ ହୋଇଥିଲା । ଗତ ଏପ୍ରିଲ ୨୬ ତାରିଖରେ ତାଙ୍କୁ ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏ ସମ୍ପର୍କରେ ଅଲ୍ ଇଣ୍ଡିଆ ରେଡିଓ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
More Stories
ମେଡିକାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ….
ଆଜି ବିଜୟ ରୂପାଣିଙ୍କ ଅନ୍ତିମ ସଂସ୍କାର…..
ଇରାନ-ଇସ୍ରାଏଲ ଉତ୍ତେଜନା ଚରମରେ,୮୦ ମୃତ…..