ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାରମ୍ବାର ଆମେରିକାର ଚିକାଗୋ ସହରର ବିଭିନ୍ନ ସ୍ଥାନରେ ଗୁଳିକାଣ୍ଡ ହେଉଥିବା ଦେଖିବାକୁ ମିଳୁଛି । ଗତ ଗୋଟିଏ ସପ୍ତାହ ମଧ୍ୟରେ ଗୁଳିକାଣ୍ଡରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଖାଲି ସେତିକି ନୁହେଁ ଏହି ଗଳିକାଣ୍ଡରେ ମୃତକଙ୍କ ମଧ୍ୟରେ ନାବାଳକ ଓ ବୃଦ୍ଧ ମଧ୍ୟ ରହିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଘଟିଥିବା ଏହି ଗୁଳିକାଣ୍ଡ ଯୋଗୁ ଜଣେ ୬୯ ବର୍ଷିୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ଯାହାକୁନେଇ ସମ୍ପୃକ୍ତ ଅଞ୍ଚଳରେ ଅସନ୍ତୋଷ ଦେଖିବାକୁ ମିଳିଛି । ଚିକାଗୋର ସାଉଥ ଇଣ୍ଡିଆନା ଓ ବ୍ରାଉଟନ ପାର୍କ ସମେତ ବିଭିନ୍ନ ସ୍ଥାନରେ ଦୁର୍ବୃତ୍ତ ମାନେ ଗୁଳିକାଣ୍ଡ ଘଟାଉଥିବା ନଜର ଆସୁଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..