ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ଆଜି ରାତିରେ ଦୁଇ ଦିନିଆ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଏଣେ ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ନୂଆଦିଲ୍ଲୀ ଗସ୍ତରେ ଯାଉଥିବା କୁହାଯାଉଛି। ସଙ୍ଗଠନ ସମ୍ପାଦକ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ ସୂଚନା ରହିଛି।।
More Stories
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..