Report Card Odisha

| Daily Odia News

ବସ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ବାଲେଶ୍ବରର ସୋରୋ ଠାରେ ବସ୍ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି | ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ବସଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।

Breaking News