ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି। କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ। ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ। ୨୦୨୫ -୨୬ ଆର୍ଥିକବର୍ଷ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିଥିବା ବଜେଟ୍ ଉପରେ ଆଜି ଏଭଳି ଢଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।





More Stories
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..