ରିପୋର୍ଟ କାର୍ଡ / ଭୁବନେଶ୍ୱର
ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାର ଦୁର୍ଘଟଣାଗସ୍ତ ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ଝଡ଼ବର୍ଷା ସମ୍ଭାବନା !ୟେଲୋ ଓ୍ବାର୍ନିଂ ଜାରି…..
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ହିଁ ଏକମାତ୍ର ସମାଧାନ…..
ବିନା ଫିଟନେସ୍, ବୀମା, ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ…..