ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର ସଂକଳ୍ପକୁ ଆହୁରି ଦୃଢ଼ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।






More Stories
ଅକ୍ଟୋବରରୁ ନୂଆ ଭୋଟର ତାଲିକା ପ୍ରସ୍ତୁତି…..
ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..
ହୀରାକୁଦ ଖୋଲିଲା ଆଉ ୪ ଗେଟ୍…..