Report Card Odisha

| Daily Odia News

ସାଧାରଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ….

Mohan Charan Majhi | Facebook

ରିପୋର୍ଟ କାର୍ଡ / ଭୁବନେଶ୍ୱର

୭୬ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଦେଶ ପାଇଁ ପ୍ରାଣବଳି ଦେଇଥିବା ସଂଗ୍ରାମୀ ଓ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତ। ମୁଖ୍ୟମନ୍ତ୍ରୀ କହିଛନ୍ତି,‘ଆଜିର ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା’ପାଇଁ ଶପଥ ନେବା’। ମହାତ୍ମା ଗାନ୍ଧୀ ମାର୍ଗରେ ଆଜି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍‌ପତି।

Breaking News