Report Card Odisha

| Daily Odia News

ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, “ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା | ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ |” ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।

Breaking News