ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହା ଅଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, “ଯା ଦେବୀ ସର୍ବଭୂତେଷୁ ଶକ୍ତି ରୂପେଣ ସଂସ୍ଥିତା | ନମସ୍ତସ୍ୟୈ ନମସ୍ତସ୍ୟୈ ନମସ୍ତସ୍ୟୈ ନମୋ ନମଃ |” ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..