ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୂଆଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରେଡ ଫେୟାର ଅବସରରେ ଓଡ଼ିଶା ଦିବସରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମଣ୍ଡପ ପରିଦର୍ଶନ କରିବା ସହ ଭାରତ ମଣ୍ଡପର ଆମ୍ଫି ଝିଏଟରରେ ଆୟୋଜିତ ମନୋରମ ପାରମ୍ପରିକ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ । ଏଥର ଓଡ଼ିଶା ମଣ୍ଡପ ସୁଦୃଶ୍ୟ ଓ ଭବ୍ୟ ପ୍ରସ୍ତୁତ କରାଯାଇଛି । ଶ୍ରୀମନ୍ଦିର, ପଟ୍ଟଚିତ୍ର ଓ କଳିଙ୍ଗର ନୌବାଣିଜ୍ୟ ପରମ୍ପରା ସଂସ୍କୃତିକୁ ଆକର୍ଷଣୀୟ ଭାବେ ଉପସ୍ଥାପନ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..