ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟର ଅଲମ୍ପିକ୍ସ ପ୍ରତିଯୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ଘୋଷଣା କରିଛନ୍ତି। ଅଲମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଲେ ୬କୋଟି, ରୌପ୍ୟପଦକ ବିଜେତାଙ୍କୁ ୪କୋଟି ଏବଂ କାଂସ୍ୟ ପଦକ ପାଇଲେ ୨.୫କୋଟି ଟଙ୍କା ମିଳିବ ପୁରସ୍କାର। ଓଡ଼ିଶାରୁ ଅଲମ୍ପିକ୍ସରେ ପ୍ରତିନିଧିତ୍ବ କରିଥିବା ପ୍ରତ୍ୟେକ ପ୍ରତିଯୋଗୀଙ୍କୁ ୧୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯିବ-ମୁଖ୍ୟମନ୍ତ୍ରୀ |






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..