ରିପୋର୍ଟ କାର୍ଡ / ଭୁବନେଶ୍ୱର
ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରାଦୀପ କଳିଙ୍ଗ ବାଲିଯାତ୍ରାର ଉଦ୍ଘାଟନ କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ନଭେମ୍ବର ୪ରୁ ୧୦ ତାରିଖ ଯାଏ କଳିଙ୍ଗ ବାଲିଯାତ୍ରା ଆୟୋଜିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।।।






More Stories
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..
ଛାତ୍ର ସଂସଦ ନିର୍ବାଚନ ତାରିଖ ଘୋଷଣା…..
ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ମଦ ଦୋକାନ…..