ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଲୋକସେବା ଭବନସ୍ଥିତ କନ୍ଭେନ୍ସନରେ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । କୃଷି ଓ କୃଷକ ସଶକ୍ତି କରଣ ବିଭାଗ ଅଧୀନରେ ୪୦୬ଜଣଙ୍କୁ ନୂଆ ନିଯୁକ୍ତିପତ୍ର ପ୍ରଦାନ କରାଯିବ | ଏଥିରେ ୨୬୧ଜଣ ସହକାରୀ କୃଷି ଅଧିକାରୀ, ୧୦୨ଜଣ ସହକାରୀ କୃଷି ଯନ୍ତ୍ରୀ ଏବଂ ୪୩ଜଣ ବିହନ ଉତ୍ପାଦନ ଓ ବିପଣନ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯିବ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..