ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା | ଏହି ଦୋଳ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ଟୁଇଟ୍ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….