ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ସୋମବାର ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ଆଜି ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସେହି ସ୍ଥାନରେ ହେବ। ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।






More Stories
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..