ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।






More Stories
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..
ମା’କୁ ଜାଳିଦେଲେ ପୁଅ…..
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର,ଦୋଷୀକୁ କ୍ଷମା ନାହିଁ……