ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ। ରାକ୍ଷୀ ପୂର୍ଣ୍ଣିମା ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଭୁବନେଶ୍ୱର, ୟୁନିଟ ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……