ରିପୋର୍ଟ କାର୍ଡ / ଭୁବନେଶ୍ୱର
ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ମିଳିଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….