ରିପୋର୍ଟ କାର୍ଡ / ଭୁବନେଶ୍ବର
ମୁଖ୍ୟ ସଚିବ ମନୋଜ ଆହୁଜାଙ୍କୁ ନୂତନ ଦାୟିତ୍ବ ମିଳିଛି। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍ପିସିବି)ର ଅଧ୍ୟକ୍ଷ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଶ୍ରୀ ଆହୁଜା ମୁଖ୍ୟ ସଚିବ ସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଦାୟିତ୍ବ ସହ ଅତିରିକ୍ତ ଭାବେ ଏହି ଦାୟିତ୍ବ ତୁଲାଇବେ। ଏନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..