ରିପୋର୍ଟ କାର୍ଡ / ସମ୍ବଲପୁର
ଚିନ୍ମୟୀ ପ୍ରିୟଦର୍ଶିନୀଙ୍କୁ ହତ୍ୟା କରାଯାଇନି,ପାଣିରେ ବୁଡ଼ି ତାଙ୍କ ମୃତ୍ୟୁ ହୋଇଛି | ଡାଏଟମ୍ ଟେଷ୍ଟ ରିପୋର୍ଟରେ ଏଭଳି ସ୍ପଷ୍ଟ ଭାବେ ଉଲ୍ଲେଖ ଅଛି। ଏବେ ଚିନ୍ମୟୀଙ୍କ ଭିସେରା ରିପୋର୍ଟକୁ ଅପେକ୍ଷା କରାଯାଇଛି। ତେବେ ଚିନ୍ମୟୀ ଆତ୍ମହତ୍ୟା କରିଛନ୍ତି ନା ଏଥିପାଇଁ କିଏ ତାଙ୍କୁ ଉସୁକାଇଛି ସେ ଦିଗରେ ତଦନ୍ତ ଚାଲିଛି। ବ୍ୟଚ୍ଛେଦ ରିପୋର୍ଟ ତଥା ଡାଏଟମ୍ ରିପୋର୍ଟରେ ଚିନ୍ମୟୀ ଙ୍କ ପରିବାରଲୋକେ ସନ୍ତୁଷ୍ଟ ନାହାନ୍ତି | ନ୍ୟାୟ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହେବେ ବୋଲି ଜଣାପଡିଛି |






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ସୈନିକ ସ୍କୁଲ ରାସ୍ତାରେ ସିରିଜ ଦୁର୍ଘଟଣା,୨ ମୃତ…..