ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ ଜଣେ ଆଦିବାସୀ ମହିଳାଙ୍କୁ ଏସ୍ଡିପିଓ ମାଡ଼ ମାରିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ। ଆଜି ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି। କ୍ରାଇମବ୍ରାଞ୍ଚର ଜଣେ ଆଇଜି ଏହି ଘଟଣାର ତଦନ୍ତ କରିବେ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଆଦିବାସୀ ମହିଳାଙ୍କୁ ଏସଡିପିଓ ମାଡ଼ ମାରିବା ଘଟଣା ନେଇ ଆଜି ବିଧାନସଭା ହୁଲସ୍ତୁଲ ହୋଇଥିଲା। ଗୃହରେ ଉଭୟ କଂଗ୍ରେସ ଓ ବିଜେପି ବିଧାୟକମାନେ ନାରାବାଜି କରିଥିଲେ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….