ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ | ଆଜି ୪ଟା ସମୟରେ ଏହି ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯାଇଛି । ବିଜ୍ଞାନରେ ପାସ ହାର ୯୪.୧୨ % ରହିଥିବା ବେଳେ ବାଣିଜ୍ୟରେ ପାସ ହାର ୮୯ % ପ୍ରତିଶତ ରହିଛି | ଛାତ୍ରଛାତ୍ରୀମାନେ ନିଜ ନିଜର ପରୀକ୍ଷାର ରେଜଲ୍ଟ www.orissaresults.nic.in ୱେବସାଇଟକୁ ଯାଇ ଜାଣିପାରିବେ । ଏହାଛଡ଼ା ରେଜଲ୍ଟ କଲେଜର ସାମ୍ସ ଇସ୍ପେସରେ ମଧ୍ୟ ଉପଲବ୍ଧ ହେବ । କଳାର ଫଳାଫଳ ଅଗଷ୍ଟ ୮ ତାରିଖରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି |






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..