ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରକାଶ ପାଇବ ଆଇସିଏସ୍ଇର ଦଶମ ଶ୍ରେଣୀ ପରୀକ୍ଷା ଫଳ । ଅପରାହ୍ନ ୫ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀମାନେ ରୋଲ ନମ୍ବର ଦେଇ ସ୍କୋରକାର୍ଡ ଯାଞ୍ଚ କରିବା ସହ ଡାଉନଲୋଡ୍ କରିପାରିବେ । କାଉନସିଲ୍ ଫର୍ ଦ ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକଜାମିନ୍-ସିଆଇଏସସିଇ ପକ୍ଷରୁ ସୂଚନା ଦିଆଯାଇଛି । ସିଆଇଏସସିଇର ୱେବସାଇଟ cisce.org. results.cisce.org କିମ୍ବା results.nic.in ରେ ଏହି ପରୀକ୍ଷା ଫଳ ଉପଲବ୍ଧ ହେବ । ଏହା ବ୍ୟତୀତ ମୋବାଇଲ୍ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ନିଜ ନିଜର ପରୀକ୍ଷା ଫଳ ଜାଣିପାରିବେ ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..