Report Card Odisha

| Daily Odia News

ସିଭିଲ ସର୍ଭିସ୍‌ ରେଜଲ୍ଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବାବେଳେ ଦ୍ୱିତୀୟରେ ରାଜେଶ୍ୱରୀ ଶୁଭ ଏମ୍‌, , ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନ୍‌ଝୁନ୍‌ଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ ଆରୋରା, ସପ୍ତମରେ ରାଜାହ ମହାଇଦ୍ଦିନ, ଅଷ୍ଟମରେ ପକ୍ଷାଲ ସେକ୍ରେଟ୍ରି, ନବମରେ ଆସ୍ଥା ଜୈନ, ଦଶମରେ ଉଜ୍ଜ୍ୱଳ ପ୍ରିୟଙ୍କ ରହିଛନ୍ତି।

Breaking News