ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିଶନ(UPSC) ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବାବେଳେ ଦ୍ୱିତୀୟରେ ରାଜେଶ୍ୱରୀ ଶୁଭ ଏମ୍, , ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନ୍ଝୁନ୍ଓ୍ବାଲା, ପଞ୍ଚମରେ ଇଶାନ ଭଟ୍ଟନାଗର, ଷଷ୍ଠରେ ଜିନିଆ ଆରୋରା, ସପ୍ତମରେ ରାଜାହ ମହାଇଦ୍ଦିନ, ଅଷ୍ଟମରେ ପକ୍ଷାଲ ସେକ୍ରେଟ୍ରି, ନବମରେ ଆସ୍ଥା ଜୈନ, ଦଶମରେ ଉଜ୍ଜ୍ୱଳ ପ୍ରିୟଙ୍କ ରହିଛନ୍ତି।






More Stories
କେଦାରନାଥରେ ମୋବାଇଲ୍ ନିଷେଧ….
ଓଡ଼ିଶାର ସଂସ୍କୃତି ପରମ୍ପରା ମହାନ…..
ସରକାରଙ୍କ ବଡ଼ ନିଷ୍ପତ୍ତି…..