Report Card Odisha

| Daily Odia News

ଓଡ଼ିଶା ଆସିବେ CJI…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଓଡିଶା ଆସୁଛନ୍ତି। କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ସୂର୍ଯ୍ୟକାନ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ ହେବ।

Breaking News