ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଓଡିଶା ଆସୁଛନ୍ତି। କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ସୂର୍ଯ୍ୟକାନ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ହାଇକୋର୍ଟ ବାର୍ ଆସୋସିଏସନ ପକ୍ଷରୁ ଆୟୋଜନ ହେବ।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..