ରିପୋର୍ଟ କାର୍ଡ / ଗଞ୍ଜାମ
ଭିଜିଲାନ୍ସ ଜାଲରେ ପଡ଼ିଲେ ଗଞ୍ଜାମ ଆସିକା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କନିଷ୍ଠ କିରାଣୀ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କେଶରାପଲ୍ଲି ଗାଁର ଅବସରପ୍ରାପ୍ତ ଶିକ୍ଷକ ନବଘନ ଗୌଡ଼ଙ୍କ ଠାରୁ ନେଉଥିଲେ ଲାଞ୍ଚ । ତିରିଶି ବର୍ଷିଆ ବେନିଫିଟ ସାର୍ଟିଫିକେଟ କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ ।କିରାଣୀଙ୍କ କାର୍ଯ୍ୟାଳୟ ସମେତ ଦୁଇଟି ସ୍ଥାନରେ ଚଢ଼ାଉ କରାଯାଇଥିବା ଜଣାପଡିଛି |






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..