ରିପୋର୍ଟ କାର୍ଡ / ଗଞ୍ଜାମ
ଭିଜିଲାନ୍ସ ଜାଲରେ ପଡ଼ିଲେ ଗଞ୍ଜାମ ଆସିକା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କନିଷ୍ଠ କିରାଣୀ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କେଶରାପଲ୍ଲି ଗାଁର ଅବସରପ୍ରାପ୍ତ ଶିକ୍ଷକ ନବଘନ ଗୌଡ଼ଙ୍କ ଠାରୁ ନେଉଥିଲେ ଲାଞ୍ଚ । ତିରିଶି ବର୍ଷିଆ ବେନିଫିଟ ସାର୍ଟିଫିକେଟ କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ ।କିରାଣୀଙ୍କ କାର୍ଯ୍ୟାଳୟ ସମେତ ଦୁଇଟି ସ୍ଥାନରେ ଚଢ଼ାଉ କରାଯାଇଥିବା ଜଣାପଡିଛି |






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……