ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା ହୋଇଛି।
୧. ଅନ୍ତ୍ୟୋଦୟ ଗୃହ ଯୋଜନା ପାଇଁ ୨ ହଜାର ୬୦୩ କୋଟି
୨. ସୁଭଦ୍ରା ସୁରକ୍ଷା ପାଇଁ ୧୫୩ କୋଟି ବ୍ୟୟ ବରାଦ
୩. ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ପାଇଁ ୩୦ କୋଟି ଟଙ୍କା
୪.ଉତ୍ତର ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି
୫. ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ୨୦୦ କୋଟି
୬. ଓଡ଼ିଶା ପୁଷ୍ଟି ମିଶନ ପାଇଁ ୧୦୦ କୋଟି
୭. ବକୁଳ ବନ ଉନ୍ନୟନ ଯୋଜନା ପାଇଁ ୫୦ କୋଟି ଟଙ୍କା
୮. ଆମ ଶିମିଳିପାଳ ଯୋଜନା ପାଇଁ ୫୦ କୋଟି
୯. ଆଦର୍ଶ ମଣ୍ଡି ବ୍ୟବସ୍ଥା ପାଇଁ ୫୦ କୋଟି
୧୦. ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ବିଦ୍ୟାଳୟ ପାଇଁ ୧୦୦ କୋଟି
୧୧. ପ୍ରବାସୀ ଓଡ଼ିଆ ଓ- ସଂପର୍କ ପାଇଁ ୧୧୦ କୋଟି
୧୨. ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି
୧୩. ସ୍ବଚ୍ଛ ଓଡ଼ିଶା ଯୋଜନାରେ ଖର୍ଚ୍ଚ ହେବ ୨୬୧ କୋଟି
୧୪. ଆମେ ପଢ଼ିବା ଆମ ଭାଷାରେ’ ଯୋଜନା ପାଇଁ ୨୫ କୋଟି
୧୫. ଅଟଳ ବସ୍ଷ୍ଟାଣ୍ଡ ଯୋଜନା ପାଇଁ ୧ ହଜାର ୨୬୬ କୋଟି
୧୬. ସମୃଦ୍ଧ ସହର ଯୋଜନାରେ ଖର୍ଚ୍ଚ ହେବ ୪୦୮ କୋଟି






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……