ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳ ୧୦ଟାରେ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀସ୍ଥିତ ନେହେରୁ ଭବନରେ ହେବାକୁ ଥିବା ପ୍ରବାସୀ ଭାରତୀୟ ନୂଆ ଓ୍ବେବ ସାଇଟ୍ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ମଧ୍ୟ ଏହି କାର୍ଯ୍ୟରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି।






More Stories
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..