ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ । ଗତକାଲିଠୁ ସେ ଝାଡ଼ଖଣ୍ଡ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ରାଜ୍ୟକୁ ଅଧିକ ନିବେଶ ଆଣିବାକୁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଗତକାଲିଠୁ ଝାଡ଼ଖଣ୍ଡ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଗସ୍ତ କରିଥିଲେ। ଆଜି ସେ ଚାଇଁବାସାର କୋଲ୍ ହାନ୍ ଗସ୍ତ କରିଛନ୍ତି।






More Stories
୯୫ ଆସନରେ ଲଢ଼ିବ କଂଗ୍ରେସ…..
ପଖାଳ ଦିବସ…..
ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି…..