ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତ କରିବେ । ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ । ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..