ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ ବୋଲି ଆଶା କରାଯାଉଛି |






More Stories
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..